Masthead

୧୫ ମିନିଟରେ ୪ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନୂଆବର୍ଷରେ ଅଭିନେତ୍ରୀ ଉର୍ବଶୀ ରୋଟାଲାଙ୍କୁ ମିଳିଛି ଏକ ବଡ ଉପହାର । ଲଭ ଡ଼ୋଜ ଆଲବମର ଅଭିନେତ୍ରୀ ଉର୍ବଶୀ ରୋଟାଲା ନିକଟରେ ନୂଆବର୍ଷ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ । ଯୋଗ ଦେବା ଅବସରରେ ୪ କୋଟି ଟଙ୍କା ନେଇଥିବା ଜଣାପଡିଛି । ସେ ପୁଣି ମାତ୍ର ୧୫ ମିନିଟ ପାଇଁ । ଏଭଳି ଉତ୍ସବରେ ବଲିଉଡ କଳାକାରମାନେ ଯୋଗ ଦେଇ ୨୦ ରୁ ୩୦ ଲକ୍ଷ ଟଙ୍କା ନେଉଥିବା ବେଳେ ଉର୍ବଶୀ ସୋ’ ପିଛା ନେଉଥିବା ଟଙ୍କା ଶୁଣି ଫ୍ୟାନମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

୨୦୧୩ ମସିହାରେ ‘ସାହାବ ଦି ଗ୍ରେଟ ସନି ଦେଓଲ’ ଫିଲ୍ମ ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ପରେ ଅନେକ ହିଟ ଫିଲ୍ମ ମଧ୍ୟ ଦର୍ଶକଙ୍କୁ ଭେଟି ଦେଇଛନ୍ତି । ବର୍ତ୍ତମାନ ରାପ୍ ସିଙ୍ଗର ହନି ସିଂଙ୍କ ଆଲବମ ଜରିଆରେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ