Masthead

ଆମେରିକାରେ ଗୁଳିମାଡ଼, ୩ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ଫ୍ଲୋରିଡାରେ ଗୁଳିମାଡ଼ । ବର୍ଣ୍ଣବୈଷମ୍ୟତାକୁ ନେଇ ଫ୍ଲୋରିଡାର ଏକ ଦୋକାନରେ ପଶି ଦୁର୍ବୃତ୍ତର ଆଖିବୁଜା ଅତର୍କିତ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣଙ୍କ ମୃତ୍ୟୁ । ଜଣେ ଦୁର୍ବୃତ୍ତ କୃଷ୍ଣକାୟ ଲୋକଙ୍କୁ ଟାର୍ଗେଟ କରି ଦୋକାନ ଭିତରେ ପଶି ଏହି ଗୁଳିମାଡ଼ କରିଛି । ଏହାପରେ ନିଜକୁ ମଧ୍ୟ ଗୁଳି କରି ହତ୍ୟା କଳା ଦୁର୍ବୃତ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍