Masthead

ଆମେରିକା ଡ୍ରୋନ ମାରି ଖସାଇଲା ଋଷିଆ ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଝି ଆକାଶରେ ଆମେରିକା ଡ୍ରୋନ ମାରି ଖସାଇଲା ଋଷିଆ ସେନା । ପୁଣି ତେଜିଲା ଆମେରିକା-ଋଷ ବିବାଦ । କୃଷ୍ଣସାଗର ଉପରେ ଋଷର ଦୁଇଟି ଜେଟ୍, ଆମେରିକାର ଏକ ଡ୍ରୋନ୍ ମାରି ଖସାଇ ଦେଇଛି । ଆମେରିକା ସେନା ପକ୍ଷରୁ ଏକ ବିବୃତି ଜାରି କରି ଏହି ସୂଚନା ଦିଆଯାଇଛି । କୁହାଯାଇଛି ଯେ, କୃଷ୍ଣ ସାଗର ଉପରେ ସବୁଦିନ ଭଳି ମାନବବିହୀନ ଡ୍ରୋନ୍ ଏମକ୍ୟୁ-ନାଇନ୍ ପାଟ୍ରୋଲିଂ କରୁଥିଲା ।

ଋଷର ଦୁଇଟି ସୁଖୋଇ-୨୭ ଯୁଦ୍ଧ ବିମାନ ମଧ୍ୟ ନିଜ ସୀମା ମଧ୍ୟରେ ପାଟ୍ରୋଲିଂ କରୁଥିଲେ । ହେଲେ ୠଷର ଜେଟ୍ ଡ୍ରୋନ୍ ସମ୍ମୁଖକୁ ଚାଲିଆସିଥିଲା । ଜେଟର ୱିଙ୍ଗ ଡ୍ରୋନରେ ବାଜିବା ଦ୍ୱାରା ଡ୍ରୋନ୍ କ୍ଷତିଗ୍ରସ୍ତ ହୋଇଛି । ଋଷ ଜାଣିଶୁଣି ଏପରି କରିଥିବା କହିଛି ଆମେରିକା । ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି । ସୂଚନା ଅନୁସାରେ ଆମେରିକା ଡ୍ରୋନକୁ ୪୦ ମିନିଟ୍ ଧରି ଘେରିଲା ଋଷ ବିମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ