Masthead

ସୁଦାନରୁ ସୁରକ୍ଷିତ ଫେରିଲେ ଆମେରିକା ଦୂତାବାସ ଅଧିକାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁଦାନରେ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ସଙ୍ଘର୍ଷ ଜାରି ରହିଛି । ସଙ୍ଘର୍ଷରେ ଏର୍ପ୍ୟନ୍ତ ୧୮୦ ଜଣଙ୍କର ମୃତ୍ୟୁ ହୋଇଛି । ଏହାରି ଭିତରେ ସୁଦାନରୁ ସୁରକ୍ଷିତ ଫେରିଛନ୍ତି ଆମେରିକା ଦୂତାବାସ ଅଧିକାରୀ । ଏଥିସହ ଭାରତ ସମେତ ଅନ୍ୟ ଦେଶର ୯୧ ଜଣ ଲୋକ ସାଉଦି ଆରବର ସୁରକ୍ଷା ଅଧୀନରେ ପ୍ରଥମ ଥର ପାଇଁ ସୁଦାନରୁ ନିରାପଦରେ ବାହାରିଛନ୍ତି । ଟ୍ୱିଟ କରି ରାପିଡ ଆକ୍ସନ ଫୋର୍ସ ପକ୍ଷରୁ ଏହି ସୂଚନା ପ୍ରଦାନ ଦିଆାଇଛି ।

ପାରାମିଲିଟାରୀ ଫୋର୍ସ କହିଛନ୍ତି , ରବିବାର ସକାଳେ ରାଷ୍ଟ୍ରଦୂତ ଏବଂ ସେମାନଙ୍କ ପରିବାରକୁ ସ୍ଥାନାନ୍ତର କରିବା ପାଇଁ ଆମେ ଆମେରିକୀୟ ଦଳ ସହିତ କାମ କରିଥିଲୁ। ସମସ୍ତ କୂଟନୈତିଜ୍ଞଙ୍କୁ ପୂର୍ଣ୍ଣ ସହଯୋଗ ଏବଂ ସେମାନଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ସାମରିକ ବାହିନୀ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟ ଦେଶର ସରକାର କହିଛନ୍ତି, ସୁଦାନଙ୍କ ବିମାନ ବନ୍ଦର ବନ୍ଦ ହୋଇଥିଲେ ମଧ୍ୟ ହଜାର ହଜାର ନାଗରିକଙ୍କୁ ନିରାପଦରେ ସ୍ଥାନାନ୍ତର କରିବାକୁ ସେମାନେ ପ୍ରସ୍ତୁତ ହେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’