Masthead

ଆମେରିକାରେ ଆଖିବୁଜା ଗୁଳିମାଡ, ୨୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ପୁଣି ଆଖିବୁଜା ଗୁଳିଚାଳନା । ଜଣେ ବ୍ୟକ୍ତି ଏକ ଜନବହୁଳ ଜାଗାରେ ଆଖିବୁଜା ଗୁଳି ଚାଳନାରେ ଲେବିଷ୍ଟନରେ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଯୁବକ ଜଣଙ୍କ ସେମି ଅଟୋମେଟିକ ବନ୍ଧୁକରୁ ଗୁଳିମାଡ କରିଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ପୋଲିସ ସୂଚନା ଅନୁଯାୟୀ ବୁଧବାର ରାତିରେ ଜଣେ ଶୁଟର ଏପରି ଘଟଣା ଘଟାଇଛି । ଏଣ୍ଡ୍ରୋସ୍କୋଗିନ କାଉଣ୍ଟି ଶେରିଫ କାର୍ୟ୍ୟାଳୟ ପକ୍ଷରୁ ଫେସବୁକରେ ସନ୍ଦଗ୍ଧ ବ୍ୟକ୍ତିଙ୍କ ଦୁଇଟି ଫଟୋ ସେୟାର କରିଛି । ଯେଉଁଥିରେ ଜଣେ ବନ୍ଧୁକଧାରୀ କାନ୍ଧରେ ଅସ୍ତ୍ରଶସ୍ତ୍ର ଧରି ଏକ ପ୍ରତିଷ୍ଠାନରେ ପ୍ରବେଶ କରୁଥିବା ଦେଖାଯାଇଛି । ତେବେ ଗୁଳିମାଡ କରିଥିବା ଯୁବକ ଜଣଙ୍କ ଫେରାର ଅଛି । ଲୋକମାନଙ୍କୁ ଘରେ ରହିବା ପାଇଁ ପୋଲିସ ପକ୍ଷରୁ ଅପିଲ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’