Masthead

ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ମନ୍ତ୍ରୀ । ଆମେରିକା ମନ୍ତ୍ରୀ ଜିନା ରାଇମୋଣ୍ଡୋ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭାରତକୁ ମଧ୍ୟ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ମୁଁ ଶ୍ରେଷ୍ଠ ଭାରତ ଦେଖିଛି । ଏବଂ ମୋଦିଙ୍କୁ ଦୂରଦୃଷ୍ଟିସମ୍ପନ୍ନ ଅବିଶ୍ୱାସନୀୟ ବୋଲି କହିଛନ୍ତି । ଜିନା କହିଛନ୍ତି ମୋଦି ଯେ କୌଣସ କାରଣ ପାଇଁ ହେଉନା କାହିଁକି ବିଶ୍ୱର ଲୋକପ୍ରିୟ ନେତା। ପିଏମ ମୋଦି ଜଣେ ଭିଜନରି ନେତା।

ଆମେରିକାରେ ଏକ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ସମୟରେ ଜିନା ରାଇମୋଣ୍ଡୋ କହିଛନ୍ତି, ନିକଟରେ ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏକ ଘଣ୍ଟାରୁ ଅଧିକ ସମୟ ବିତାଇଛି। ଭାରତବାସୀଙ୍କ ପାଇଁ ତାଙ୍କ ସମର୍ପଣ ଅଦ୍ଭୁତପୂର୍ବ । ସେ ଲୋକଙ୍କୁ ଗରିବ ମୁକ୍ତ କରିବାକୁ ଚାହାଁନ୍ତି ଓ ଦେଶକୁ ଆଗକୁ ବଢାଇ ଅନ୍ତର୍ଜାତୀୟ ସ୍ତରରେ ସଶକ୍ତ କରିବାକୁ ଚାହାଁନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ