Masthead

ଭୁବନେଶ୍ୱରରୁ ଉତକେଲାକୁ ବିମାନ ସେବା ଆରମ୍ଭ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ବାସୀଙ୍କ ଉଡାଣ ଭରିବାର ସ୍ବପ୍ନ ଆଜି ପୂରଣ ହୋଇଛି । ଉଦଘାଟନ ହେଲା ଉତକେଲା ବିମାନ ବନ୍ଦର । ଭରଚୁଆଲ ମୋଡରେ କେନ୍ଦ୍ର ବେସାମାରିକ ମନ୍ତ୍ରୀ ଜ୍ୟୋତିରଦିତ୍ୟ ସିନ୍ଧିଆ ଗୁ୍ୟଲାରିଆରୁ ଏବଂ ଭୁବନେଶ୍ୱର ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା