Masthead

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ନେଇ ମାମଲା ରୁଜୁ ହୋଇଛି। ପ୍ରଶ୍ନପତ୍ର ଲିକ୍‌ର ସୋର୍ସ ଜାଣିବା ପାଇଁ ସହିଦନଗର ଥାନାରେ ଏତଲା ଦାୟର କରିଛନ୍ତି ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରିବ । ପ୍ରଶ୍ନପତ୍ର କେଉଁଠାରୁ ଏବଂ କିଭଳି ଲିକ୍ ହେଲା, ତାହା ଜାଣିବାକୁ ତଦନ୍ତ କରାଯିବ। ଆବଶ୍ୟକ ପଡ଼ିଲେ ଏନେଇ ସାଇବର ଥାନାରେ ମଧ୍ୟ ଅଭିଯୋଗ କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

ପ୍ରଶ୍ନପତ୍ର ଲିକ୍ ନେଇ ସ୍ୱୀକାର କରିବା ସହ ଉକôଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା କଥା ଗଣମାଧ୍ୟମରୁ ଜାଣିଲୋ ସମସ୍ତ ପ୍ରଶ୍ନପତ୍ର ଲିକ୍ ହୋଇଥିବା ସୂଚନା ମିଳିଛି । ସେପ୍ଟେମ୍ବର ୧୨ ତାରିଖରୁ ଆରମ୍ଭ ହୋଇଛି ପରୀକ୍ଷା । ପ୍ରାୟ ୩୦୦ କଲେଜର ଛାତ୍ରଛାତ୍ରୀ ଦେଉଛନ୍ତି ପରୀକ୍ଷା । ପ୍ରଶ୍ନପତ୍ର ଲିକ୍ ଅଭିଯୋଗର ପ୍ରକୃତ ତଥ୍ୟ ଏବଂ ଏହା ପଛରେ କିଏ ଅଛନ୍ତି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବିନା ଅନୁମତିରେ ଗଛ କାଟିବା ପଡ଼ିଲା ଭାରି, ନିଲମ୍ବିତ ଫରେଷ୍ଟର 🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବିନା ଅନୁମତିରେ ଗଛ କାଟିବା ପଡ଼ିଲା ଭାରି, ନିଲମ୍ବିତ ଫରେଷ୍ଟର 🔴 ୨୨ରୁ ରାଜ୍ୟରେ ପ୍ରବଳ ବର୍ଷା 🔴 ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର ଲିକ୍, ଥାନାରେ ଏତଲା 🔴 ଉତ୍କଳ ୟୁନିଭର୍ସିଟିର ପ୍ରଶ୍ନପତ୍ର ପ୍ରଘଟ,୧୦୦କୁ ୧୦୦ ମେଳ ଖାଇଲା ପ୍ରଶ୍ନପତ୍ର! 🔴 ମମତାଙ୍କୁ ମିଳିଲା ଫୁଟବଲ୍ ଖେଳାଳି ଚିହ୍ନ