Masthead

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତିରଥ୍ ସିଂ ରାୱତ୍ ଇସ୍ତଫା ଦେଇଥିବା ଚର୍ଚ୍ଚା! ଦିଲ୍ଲୀରୁ ଡେରାଡୁନ ଅଭିମୁଖେ ବାହାରିଲେ ତିରଥ୍ । ବିଜେପି ସଭାପତି ଜେପି ନଡ୍ଡାଙ୍କ ସହ ଆଲୋଚନା ପରେ ପଦରୁ ଦେଲେ ଇସ୍ତଫା ଦେଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି! ସାମ୍ବିଧାନିକ ସଙ୍କଟ ନେଇ ଇସ୍ତଫା ଦେଇଥିବା ଜଣାପଡିଛି! ନୂଆ ମୁଖ୍ୟମନ୍ତ୍ରୀ ପଦ ପାଇଁ ୬ ଦାବିଦାର । ତାଲିକାରେ ସତପାଲ୍ ମହାରାଜ, ଧନ୍ ସିଂ ରାୱତ ଆଗରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ