ଉତ୍ତରାଖଣ୍ଡ ରାଜ୍ୟପାଳ ଦେଲେ ଇସ୍ତଫା

ଡ଼େରାଡ଼ୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ ଇସ୍ତଫା ଘୋଷଣା କରିଛନ୍ତି । ଏଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହଲ ବେଶ ସରଗରମ ହୋଇ ଉଠିଥିଲା । ତାଙ୍କର ଇସ୍ତଫା ପତ୍ରକୁ ଅନୁମୋଦନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଥିବାର ସୂଚନା ମିଳିଛି ।

ଅପରପକ୍ଷରେ ରାଜ୍ୟପାଳ ପଦ ଛାଡ଼ି ସେ ରାଜନୀତିରେ ପ୍ରବେଶ କରିବେ ବୋଲି ଅନୁମାନ କରାଯାଉଛି । ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସେ ଲଢିବାକୁ ମନସ୍ଥ କରିଥିବାର ସୂଚନା ମିଳିଛି । ଅନ୍ୟପଟେ ଉତ୍ତରାଖଣ୍ଡ ରାଜ୍ୟପାଳ ଭାବେ ବେବି ରାଣି ୩ ବର୍ଷ କାର୍ଯ୍ୟକରିଛନ୍ତି । ଏହା ପୂର୍ବରୁ ଆଗ୍ରାର ମେୟର ଭାବରେ ମଧ୍ୟ ସେ ଦାୟିତ୍ୱ ଗ୍ରହଣ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ