Masthead

ଉତ୍ତରାଖଣ୍ଡ ବର୍ଷାବିତ୍ପାତ, ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ବର୍ଷାବିତ୍ପାତ, ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି । ବର୍ଷା ଓ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଶତାଧିକ ନିଖୋଜ ଅଛନ୍ତି । ସେପଟେ ୧୧ ଜଣ ପର୍ବତାରୋହୀଙ୍କ ମୃତ ହେବା ଠାବ କରାଯାଇଛି । ହିମାଚଳ ପ୍ରଦେଶର କିନ୍ନୌର୍‌ ସହ ଉତ୍ତରାଖଣ୍ଡର ହର୍ଷିଲ୍‌କୁ ସଂଯୋଗ କରୁଥିବା ଲମଖାଗା ଘାଟି ଅଞ୍ଚଳରେ ନିଖୋଜ ହୋଇଯାଇଥିବା ୧୭ଜଣ ପର୍ବତାରୋହୀଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୧୧ଜଣ ଶବ ଉଦ୍ଧାର କରାଯାଇଛି।

ଅକ୍ଟୋବର ୧୮ ତାରିଖ ଦିନ ତୁଷାରପାତ ଏବଂ କୋହଲା ତଥା ହେମାଳିଆ ପାଗ ହେତୁ ସମୁଦ୍ରପତ୍ତନ ଠାରୁ ୧୭୦୦୦ ଫୁଟ୍‌ ଉଚ୍ଚ ଉତ୍ତରାଖଣ୍ଡର ଲମଖାଗା ଘାଟିରେ ପର୍ଯ୍ୟଟକ, କୁଲି ଏବଂ ଗାଇଡଙ୍କ ସମେତ ବାଟବଣା ହୋଇଯାଇଥିବା ୧୭ଜଣ ପର୍ବତାରୋହୀଙ୍କୁ ଉଦ୍ଧାର କରିବା ଲାଗି ବାୟୁସେନା ବ୍ୟାପକ ତଲାସ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’