Masthead

ଉତ୍ତରାଖଣ୍ଡରେ ୪ଥର ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ଜନପଦ ଉତ୍ତରକାଶୀରେ ଅନୁଭୁତ ହୋଇଛି ଭୂକମ୍ପ ଝଟକା । ଗୋଟିଏ ପରେ ଗୋଟିଏ ୪ଟି ଭୂକମ୍ପ ଆସିଥିବା କୁହାଯାଉଛି । ଭୂକମ୍ପର ଝଟକା ଶନିବାର ରାତିରେ ଅନୁଭୂତ ହୋଇଛି । ହେଲେ ଏଠାର ପ୍ରଭାବରେ କୌଣସି କ୍ଷୟକ୍ଷତି ହୋଇନାହିଁ । ଏହାପରେ ଜନପଦର ଲୋକେ ସାରା ରାତି ଘର ବାହାରେ ପରିବାର ସହ କଟାଇଛନ୍ତି । ତେବେ ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୨.୫ ଥିବା ମପାଯାଇଛି । ଇଣ୍ଡିଆନ ମେଟେରୋଲଜିକାଲ ଡିପାର୍ଟମେଣ୍ଟ (ଆଇଏମଡି)ର ସୂଚନା ଅନୁଯାୟୀ ଭୂକମ୍ପ ରାତି ପ୍ରାୟ ୧୨ଟା ୪୫ରେ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଭଟୱାଡି ଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ