Masthead

ଉତ୍ତରାଖଣ୍ଡରେ ୪ଥର ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ଜନପଦ ଉତ୍ତରକାଶୀରେ ଅନୁଭୁତ ହୋଇଛି ଭୂକମ୍ପ ଝଟକା । ଗୋଟିଏ ପରେ ଗୋଟିଏ ୪ଟି ଭୂକମ୍ପ ଆସିଥିବା କୁହାଯାଉଛି । ଭୂକମ୍ପର ଝଟକା ଶନିବାର ରାତିରେ ଅନୁଭୂତ ହୋଇଛି । ହେଲେ ଏଠାର ପ୍ରଭାବରେ କୌଣସି କ୍ଷୟକ୍ଷତି ହୋଇନାହିଁ । ଏହାପରେ ଜନପଦର ଲୋକେ ସାରା ରାତି ଘର ବାହାରେ ପରିବାର ସହ କଟାଇଛନ୍ତି । ତେବେ ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୨.୫ ଥିବା ମପାଯାଇଛି । ଇଣ୍ଡିଆନ ମେଟେରୋଲଜିକାଲ ଡିପାର୍ଟମେଣ୍ଟ (ଆଇଏମଡି)ର ସୂଚନା ଅନୁଯାୟୀ ଭୂକମ୍ପ ରାତି ପ୍ରାୟ ୧୨ଟା ୪୫ରେ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଭଟୱାଡି ଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ