Masthead

5T ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭି.କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ । ପାଣ୍ଡିଆନଙ୍କୁ ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା । 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ ଭି.କେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ । ଗତକାଲି ନେଇଥିଲେ ଭିଆରଏସ, ଆଜି ନିଯୁକ୍ତି।  ଗତ ୨୦ ତାରିଖରେ ସେ କେନ୍ଦ୍ରକୁ ସ୍ୱେଚ୍ଛାକୃତ ଅବସରପାଇଁ ଆବେଦନ କରିଥିଲେ । ସର୍ବଭାରତୀୟ ସେବା ଆଇନ 16(2A) ଅନୁସାରେ ମଂଜୁର ହୋଇଥିବା ଜଣାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା