Masthead

5T ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭି.କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ । ପାଣ୍ଡିଆନଙ୍କୁ ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା । 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ ଭି.କେ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ । ଗତକାଲି ନେଇଥିଲେ ଭିଆରଏସ, ଆଜି ନିଯୁକ୍ତି।  ଗତ ୨୦ ତାରିଖରେ ସେ କେନ୍ଦ୍ରକୁ ସ୍ୱେଚ୍ଛାକୃତ ଅବସରପାଇଁ ଆବେଦନ କରିଥିଲେ । ସର୍ବଭାରତୀୟ ସେବା ଆଇନ 16(2A) ଅନୁସାରେ ମଂଜୁର ହୋଇଥିବା ଜଣାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା