Masthead

ଦୋକାନ ଆଗରେ ଲାଗିବ ଟିକା ସାର୍ଟିଫିକେଟ୍

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ମଙ୍ଗଳବାରଠାରୁ କ୍ୟାମ୍ପେନ ମୋଡରେ ଆରମ୍ଭ ହୋଇଛି ଟିକାକରଣ । ପୂର୍ବରୁ ଦୈନିକ ଦେଢଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବା ବେଳେ ମଙ୍ଗଳବାରଠାରୁ ଏହାକୁ ଦ୍ୱିଗୁଣ କରାଯାଇଛି । ଏହାକୁ ଆହୁରି ଅଧିକ ବଢାଇବାକୁ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।

ଏଣିକି ଜିଲ୍ଲାର ସମସ୍ତ ଦୋକାନୀ ନିଜ ଦୋକାନ ସମ୍ମୁଖରେ ଲଗାଇବେ କରୋନା ଟିକା ସାର୍ଟିଫିକେଟ୍ । ଦୋକାନୀମାନେ ସିଙ୍ଗଲ ଡୋଜ୍ କିମ୍ବା ଡବଲ ଡୋଜର ସାର୍ଟିଫିକେଟ ଦୋକାନ ସାମ୍ନାରେ ଲଗାଇବାକୁ ଟ୍ୱିଟ୍ କରି ଅନୁରୋଧ କରିଛନ୍ତି ଜିଲ୍ଲାପାଳ। ପଞ୍ଚସୂତ୍ରୀ ନିୟମ ସହ ଏହାକୁ ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ଯାଞ୍ଚ କରିବେ ବୋଲି କୁହାଯାଇଛି । ଏହାଦ୍ୱାରା ଗ୍ରାହକଙ୍କ ମଧ୍ୟରେ ବିଶ୍ୱାସ ସୃଷ୍ଟି ହେବ ଏବଂ ସଂକ୍ରମଣ କମିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି