Masthead

୧୧ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦେଖାଦେଇଛି ଟିକାର ଅଭାବ । ରାଜ୍ୟର ୧୧ଜିଲ୍ଲାରେ ଟିକାକରଣ ବନ୍ଦ । ଆଜି ୧୨୦ କେନ୍ଦ୍ରରେ ଦିଆଯାଉଛି ଟିକା । ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ, ସୋନପୁରରେ ଟିକାକରଣ ବନ୍ଦ ରହିଛି ।

କୋଭିସିଲ୍ଡ ଟିକା ନଥିବାରୁ ଏଭଳି ସ୍ଥିତି ଉପୁଜିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏବେ କୋଭିସିଲ୍ଡ ଟିକାର ମାତ୍ର ୩୮ ହଜାର ୩୮୦ ଡୋଜ୍ ରହିଛି । ଏବଂ ଜୁଲାଇ ଦୁଇ ପରେ ରାଜ୍ୟକୁ ପରବର୍ତ୍ତୀ କୋଭିସିଲ୍ଡ ଟିକା ଆସିବ ବୋଲି କୁହାଯାଇଛି । ଜୁନ୍ ୨୧ରୁ କ୍ୟାମ୍ପେନ ମୋଡରେ ଚାଲିଥିଲା ଟିକାକରଣ । ହେଲେ ଟିକା ଅଭାବ ଯୋଗୁଁ ଏହି ଅଭିଯାନରେ ଏବେ ବାଧା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା