Masthead

୨ଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦିନ ବନ୍ଦ ରହିବ ଟିକାକରଣ । ଗୁଲାବ ପ୍ରଭାବରେ ରାଜଧାନୀରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଏସଆରସି ସ୍ପଷ୍ଟ କରିବାପରେ ୨୬ ଓ ୨୭ ପାଇଁ ରାଜଧାନୀରେ କୋଭିଡ ଟିକାକରଣ ବନ୍ଦ ରହିବ ବୋଲି ଘୋଷଣା କରିଛି ବିଏମସି ।

ପ୍ରବଳ ବର୍ଷାରେ ଲୋକମାନେ ଆସି ଟିକା ନେବା ଓ କର୍ମଚାରୀମାନେ ଆସି ଟିକା ଦେବାରେ ସମସ୍ୟା ହୋଇପାରେ । ଏଭଳି ଆଶଙ୍କା କରି ବିଏମସି ଦୁଇଦିନ ଟିକାକରଣ ବନ୍ଦ ରଖିଛି । ଲୋକମାନେ ପୂର୍ବରୁ ବୁକିଂ କରିଥିଲେ ମଧ୍ୟ ନ ଆସିବାକୁ ବିଏମସି ପକ୍ଷରୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ