Masthead

୨ଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦିନ ବନ୍ଦ ରହିବ ଟିକାକରଣ । ଗୁଲାବ ପ୍ରଭାବରେ ରାଜଧାନୀରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଏସଆରସି ସ୍ପଷ୍ଟ କରିବାପରେ ୨୬ ଓ ୨୭ ପାଇଁ ରାଜଧାନୀରେ କୋଭିଡ ଟିକାକରଣ ବନ୍ଦ ରହିବ ବୋଲି ଘୋଷଣା କରିଛି ବିଏମସି ।

ପ୍ରବଳ ବର୍ଷାରେ ଲୋକମାନେ ଆସି ଟିକା ନେବା ଓ କର୍ମଚାରୀମାନେ ଆସି ଟିକା ଦେବାରେ ସମସ୍ୟା ହୋଇପାରେ । ଏଭଳି ଆଶଙ୍କା କରି ବିଏମସି ଦୁଇଦିନ ଟିକାକରଣ ବନ୍ଦ ରଖିଛି । ଲୋକମାନେ ପୂର୍ବରୁ ବୁକିଂ କରିଥିଲେ ମଧ୍ୟ ନ ଆସିବାକୁ ବିଏମସି ପକ୍ଷରୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ