Masthead

ଆସନ୍ତା ଡିସେମ୍ବର ସୁଦ୍ଧା ଶେଷ ହେବ ଟିକାକରଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଆସନ୍ତା ଡିସେମ୍ବର ମାସ ଶେଷ ସୁଦ୍ଧା ସରିବ ଟିକାକରଣ । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଦକର କରିଛନ୍ତି ଘୋଷଣା । କିଛି ଦିନ ତଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟିକାର ଅଭାବ ନେଇ ଅଭିଯୋଗ କରିଥିଲେ । ଯାହାର ଉତ୍ତର ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଜାଭେଦକର । ସେ କହିଛନ୍ତି ଦେଶରେ ଟିକାର ଅଭାବ ନାହିଁ । କୋଭିଡ ଚେନ ବ୍ରେକଲାଗି ଦେଶବ୍ୟାପୀ ବ୍ୟାପକ ଟିକାକରଣ କରାଯାଉଛି ।

ଡାଭେଡକରଙ୍କ ସୂଚନାନୁସାରେ ଡିସେମ୍ବର ସୁଦ୍ଧା ୨୧୬ କୋଟି କୋଭିଡ -୧୯ ଟିକା ଡୋଜ ପ୍ରସ୍ତୁତ କରାଯିବ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରଣାଳୟ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଯାହାକି ଅତି କମରେ ୧୦୮ କୋଟି ଲୋକଙ୍କୁ ଟିକାକରଣ କରାଯାଇପାରିବ । ଦେଶର କୋଭିଡ ପରିଚାଳନା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ । ଯାହାର ସ୍ପଷ୍ଟିକରଣ ଲାଗି ଜାଭେଡକର ପ୍ରେସ ମିଟ ଜରିଆରେ ତଥ୍ୟ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ