Masthead

ଆଜିଠାରୁ ରାଜ୍ୟରେ ଜୋରଦାର ହେବ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ପୁଣି ଜୋରଦାର ହେବ ଟିକାକରଣ । ରାଜ୍ୟର ୧୭୩୦ କେନ୍ଦ୍ରରେ ହେବ ଟିକାକରଣ । ୩ଲକ୍ଷ ୯୧ ହଜାର ୫୪୦ କୋଭାକ୍ସିନ୍ ଟିକା ମହଜୁଦ ଅଛି । ଭୁବନେଶ୍ୱରରେ ବିନା ବୁକିଂରେ ମିଳିବ ଟିକା। ଜୁନ ୨୧ ରୁ କ୍ୟାମ୍ପେନ ମୋଡରେ ଟିକାକରଣ ଆରମ୍ଭ ହୋଇଥିଲା ।

ଦୈନିକ ୩ଲକ୍ଷ ଟିକାକରଣର ଟାର୍ଗେଟ ରଖାଯାଇଥିଲା । ମାତ୍ର ରାଜ୍ୟରେ ଟିକାର ଅଭାବରୁ କିଛି ଦିନ ହେବ ଟିକାକରଣରେ ବାଧା ସୃଷ୍ଟି ହୋଇଥିଲା । ତେବେ କେନ୍ଦ୍ରରୁ ଟିକା ଆସିଥିବା ବେଳେ ଆଜିଠାରୁ ପୁଣି ଜୋରଦାର ହେବ ଟିକାକରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ