Masthead

ରାଜ୍ୟରେ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ଆରମ୍ଭ ହେବ ଟିକାକରଣ । ରାଜ୍ୟରେ ୬୦୨ ଟି ଅଧିବେଶନରେ ଟିକାକରଣ କରାଯିବ । ରାଜ୍ୟରେ ମହଜୁଦ ଥିବା ଟିକାକୁ ନେଇ ଏଭଳି ଅଧିବେଶନ ନିଷ୍ପତ୍ତି ନିଆଯାଇଛି । ଟିକା ଯୋଗାଣରେ ଅନିୟମିତତା ଯୋଗୁଁ ରାଜ୍ୟରେ ବେଶ କିଛି ଦିନ ହେବ ଟିକାକରଣ ବନ୍ଦ ରହିଛି । ଅନ୍ୟପକ୍ଷରେ ଆସନ୍ତା ୨୮ ତାରିଖରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ଟିକାକରଣ ପାଇଁ ପଞ୍ଜୀକରଣ ଆରମ୍ଭ ହେବ ।

ତେବେ ରାଜ୍ୟରେ ଯେଉଁମାନେ ଘରୋଇ ହସ୍ପିଟାଲରେ ଟିକା ନେଇଛନ୍ତି ସେମାନେ ଚାହିଁଲେ ସରକାରୀ ହସ୍ପିଟାଲରେ ଟିକା ନେଇପାରିବେ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୋମବାର ୫୯୫ ଟିକାକରଣ କେନ୍ଦ୍ରରେ ୮୮.୭୭୦ ଜଣଙ୍କୁ ଟିକା ଦିଆଯାଇଛି । ଏଥିରେ ୪୫ ବର୍ଷରୁ ଅଧିକ ୫୦.୫୯୪ ଜଣଙ୍କୁ ପ୍ରଥମ ଓ ୩୪.୬୭୦ଜଣଙ୍କୁ ଦ୍ୱିତୀୟ ଡ଼ୋଜ ଟିକା ଦିଆଯାଇଥିଲା । ରାଜ୍ୟରେ ଏହାକୁ ମିଶାଇ ୫୬ ଲକ୍ଷ ୩୯ ହଜାର ୧୫୦ ଜଣଙ୍କୁ ଟିକା ଦିଆ ସରିଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ