Masthead

ପହଞ୍ଚିଲା ସଞ୍ଜିବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନ ୩ଟା ୪୦ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ଆସି ପହଞ୍ଚିଲା କରୋନା ଟିକା କୋଭିସିଲ୍ଡ । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଏକ ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛି ଏହି ଟିକା । ୩୪ ପ୍ୟାକେଟ ର ୪ ଲକ୍ଷ ୮ ହଜାର ଟିକା ଆସି ପହଞ୍ଚିଛି । ଗୋଟିଏ ଶିଶି ରୁ ୧୦ ଡ଼ୋଜ ଦିଆ ଯାଇପାରିବ । କଡା ସୁରକ୍ଷାରେ ରାଜ୍ୟ ଔଷଧ ନିଗମକୁ ନିଆଯାଉଛି ଟିକା । ଜାନୁଆରୀ ୧୬ରେ ରାଜ୍ୟରେ ୧୬୦ଟି ସ୍ଥାନରେ ଦିଆଯିବ ଏହି ଟିକା । ପ୍ରତି କେନ୍ଦ୍ରରେ ୧୦୦ଜଣ ଲେଖାଏ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା