Masthead

ସନ୍ଧ୍ୟା ୬ରୁ ଭୁବନେଶ୍ୱର ପାଇଁ ଟିକା ବୁକିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରେ ଟିକାକରଣ ପାଇଁ ବିଏମସି କଲା ନୂଆ ଗାଇଡ୍ ଲାଇନ୍ । ଆଜି ସନ୍ଧ୍ୟା ୬ରୁ ଏହା ଉପଲବ୍ଧ ହେବ ।

ମେ’ ୨୦ ରୁ ୨୮ ତାରିଖ ଭିତରେ ଆପଣ ସ୍ଲଟ ବୁକିଂ କରିପାରିବେ । ୧୮ରୁ ୪୪ ବର୍ଷ ବୟସ୍କମାନଙ୍କୁ ସକାଳ ୮.୩୦ରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ ଟିକାକରଣ କରାଯିବ । ୪୫ ବର୍ଷରୁ ଅଧିକ ଲୋକଙ୍କ ପାଇଁ ଅପରାହ୍ଣ ୩ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଟିକାକରଣ କରାଯିବ । ଭ୍ୟାକ୍ସିନ ସେଣ୍ଟରକୁ ଯିବା ପୂର୍ବରୁ ସ୍ଲଟ ବୁକିଂ କରି ଆପଏଣ୍ଟମେଣ୍ଟ ଲିଷ୍ଟ ନେଇ ଯିବାକୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା