Masthead

ସନ୍ଧ୍ୟା ୬ରୁ ଭୁବନେଶ୍ୱର ପାଇଁ ଟିକା ବୁକିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରେ ଟିକାକରଣ ପାଇଁ ବିଏମସି କଲା ନୂଆ ଗାଇଡ୍ ଲାଇନ୍ । ଆଜି ସନ୍ଧ୍ୟା ୬ରୁ ଏହା ଉପଲବ୍ଧ ହେବ ।

ମେ’ ୨୦ ରୁ ୨୮ ତାରିଖ ଭିତରେ ଆପଣ ସ୍ଲଟ ବୁକିଂ କରିପାରିବେ । ୧୮ରୁ ୪୪ ବର୍ଷ ବୟସ୍କମାନଙ୍କୁ ସକାଳ ୮.୩୦ରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ ଟିକାକରଣ କରାଯିବ । ୪୫ ବର୍ଷରୁ ଅଧିକ ଲୋକଙ୍କ ପାଇଁ ଅପରାହ୍ଣ ୩ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଟିକାକରଣ କରାଯିବ । ଭ୍ୟାକ୍ସିନ ସେଣ୍ଟରକୁ ଯିବା ପୂର୍ବରୁ ସ୍ଲଟ ବୁକିଂ କରି ଆପଏଣ୍ଟମେଣ୍ଟ ଲିଷ୍ଟ ନେଇ ଯିବାକୁ ଅନୁରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ