Masthead

ଅକ୍ଟୋବରରେ ପିଲାଙ୍କୁ ଟିକା !

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବାର ପ୍ରଥମ ସପ୍ତାହରୁ ୧୨ ବର୍ଷରୁ ଅଧିକ ବୟସ ପିଲାଙ୍କୁ କୋଭିଡ ଟିକା ଦିଆଯାଇପାରେ ଟିକାଦାନରେ ଗୁରୁତର ରୋଗାକ୍ରାନ୍ତ ପିଲାଙ୍କୁ ପ୍ରାଥମିକତା ଦିଆଯିବ । ଦେଶରେ ୧୨ରୁ ୧୭ ବର୍ଷ ବୟସ ବର୍ଗରେ ୧୨ କୋଟି ପିଲା ଅଛନ୍ତି ।

ପିଲାମାନଙ୍କ ମାନସିକ ଓ ଶାରୀରିକ ବିକାଶ ପାଇଁ ସ୍କୁଲ ଖୋଲାଯିବା ଅବଶ୍ୟକ ବୋଲି କୋଭିଡ ୱାର୍କିଂ ଗ୍ରୁପ୍ କହିଛି । ଅନ୍ୟପକ୍ଷରେ ସ୍କୁଲ ଶିକ୍ଷକମାନଙ୍କୁ ପ୍ରାଥମିକତା ଆଧାରରେ ଟିକା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଟିକା ନେବା ଦରକାର ବୋଲି କେନ୍ଦ୍ରସରକାର ରାଜ୍ୟଗୁଡିକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା