Masthead

ଭ୍ୟାକ୍ସିନ୍ ଅଭାବ: ୧୨ଟି କେନ୍ଦ୍ରରେ ହେବ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭ୍ୟାକ୍ସିନ୍ ଅଭାବ । ଅନେକ ସ୍ଥାନରେ ଟିକାକରଣ ବନ୍ଦ । ଆଜି ରାଜ୍ୟରେ ମାତ୍ର ୧୨ଟି କେନ୍ଦ୍ରରେ ହେବ ଟିକାକରଣ । ଗଞ୍ଜାମ ଓ ନବଜରଙ୍ଗପୁରରେ ୪ଟି ଲେଖାଏଁ କେନ୍ଦ୍ରରେ ଟିକାକରଣ ଚାଲିଥିବା ବେଳେ ପୁରୀରେ ୩ ଓ ସୁନ୍ଦରଗଡ଼ରେ ଗୋଟିଏ କେନ୍ଦ୍ରରେ ହେବ ଟିକାକରଣ । ଏହା ହେଉଛି ରାଜ୍ୟର ସବୁଠୁ ଧିମା ଟିକାକରଣ ।

ଓଡିଶାରେ ଏବେ ମାତ୍ର ୪୧ ହଜାର ୨୯୦ କୋଭିସିଲ୍ଡ ଟିକା ରହିଛି । ସେହିପରି ୩ଲକ୍ଷ ୫୪ ହଜାର ୧୩୦ କୋଭାକ୍ସିନ ଟିକା ରହିଛି । ଟିକା ଅଭାବ ଯୋଗୁଁ ଗତକାଲି ସାରା ରାଜ୍ୟର ୩୨୨ ଟି କେନ୍ଦ୍ରରେ ୬୦ ହଜାର ୫୭ ଲୋକଙ୍କୁ ଟିକାକରଣ କରାଯାଇଥିଲା । ଟିକା ଯୋଗାଇ ଦେବାକୁ କିଛି ଦିନ ତଳେ କେନ୍ଦ୍ରକୁ ଚିଠି ଲେଖିଥିଲେ ରାଜ୍ୟ ସରକାର । କିନ୍ତୁ ଟିକା ପହଁଚି ନଥିବାରୁ ଟିକାକରଣ ପ୍ରଭାବିତ ହୋଇଛି ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ