Masthead

ଆନ୍ଦୋଳନସ୍ଥଳରେ ବୈଜୟନ୍ତ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ତେଜୁଛି ରାଜକନିକା ଖରସ୍ରୋତା ମେଗାଜଳ ପ୍ରକଳ୍ପ ବିବାଦ। ଆଜି ଖରସ୍ରୋତା ସଂଗ୍ରାମ ସମିତିର ଗଣଧାରଣା ଜାରି ରହିଛି । ଖରସ୍ରୋତା ସଂଗ୍ରାମ ସମିତି ବିଧାନସଭା ଆଗରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଛି । ରାଜକନିକାରୁ ଏକ ରଥ ରାଜଧାନୀ ଅଭିମୁଖେ ଯିବାର ବ୍ୟବସ୍ଥା କରାଯାଇଛି।

ଖରସ୍ରୋତା ସଂଗ୍ରାମ ସମିତିର ଗଣଧାରଣାସ୍ଥଳରେ ପ୍ରତେ‎କ ଦିନ ରାଜ୍ୟର ବିଭିନ୍ନ ପ୍ରାନ୍ତର ନେତା, ସମାଜସେବୀ ସାମିଲ ହୋଇ ଆନ୍ଦୋଳନକୁ ସମର୍ଥନ ଜଣାଉଛନ୍ତି । କେନ୍ଦ୍ରାପଡାର ପୂର୍ବତନ ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରଥମେ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ପରେ ଗଣଧାରଣା ସ୍ଥଳକୁ ଯାଇ ସଂଗ୍ରାମ ସମିତି ସହିତ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି