ଆନ୍ଦୋଳନସ୍ଥଳରେ ବୈଜୟନ୍ତ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ତେଜୁଛି ରାଜକନିକା ଖରସ୍ରୋତା ମେଗାଜଳ ପ୍ରକଳ୍ପ ବିବାଦ। ଆଜି ଖରସ୍ରୋତା ସଂଗ୍ରାମ ସମିତିର ଗଣଧାରଣା ଜାରି ରହିଛି । ଖରସ୍ରୋତା ସଂଗ୍ରାମ ସମିତି ବିଧାନସଭା ଆଗରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଛି । ରାଜକନିକାରୁ ଏକ ରଥ ରାଜଧାନୀ ଅଭିମୁଖେ ଯିବାର ବ୍ୟବସ୍ଥା କରାଯାଇଛି।

ଖରସ୍ରୋତା ସଂଗ୍ରାମ ସମିତିର ଗଣଧାରଣାସ୍ଥଳରେ ପ୍ରତେ‎କ ଦିନ ରାଜ୍ୟର ବିଭିନ୍ନ ପ୍ରାନ୍ତର ନେତା, ସମାଜସେବୀ ସାମିଲ ହୋଇ ଆନ୍ଦୋଳନକୁ ସମର୍ଥନ ଜଣାଉଛନ୍ତି । କେନ୍ଦ୍ରାପଡାର ପୂର୍ବତନ ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରଥମେ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ପରେ ଗଣଧାରଣା ସ୍ଥଳକୁ ଯାଇ ସଂଗ୍ରାମ ସମିତି ସହିତ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ