ଭାଜପା-ଓୱେସି ରାମ-ଶ୍ୟାମ ଯୋଡ଼ି: ସଞ୍ଜୟ ରାଉତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ ଶିବସେନା ଉଦ୍ଧବ ଦଳର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଭାଜପା ଏବଂ ଆସାଦୁଦ୍ଦିନ ଓୱେସି ହେଉଛନ୍ତି ରାମ-ଶ୍ୟାମ ଯୋଡ଼ି। ସାବରକରଙ୍କ ପୁଣ୍ୟ ତିଥିରେ ସାବରକରଙ୍କୁ ମନେପକାଇ କହିଛନ୍ତି ଶିବସେନା ଏକାକି ନିର୍ବାଚନ ଲଢ଼ିବ। ବୀର ସାବରକର ମହାରାଷ୍ଟ୍ରର କିମ୍ବଦନ୍ତୀ ଥିଲେ। ସେ ମହାରାଷ୍ଟ୍ରର ସାହସୀ ପୁତ୍ର। କେନ୍ଦ୍ର ସରକାର ତାଙ୍କୁ ଭାରତ ରତ୍ନ ଦେବା ଉଚିତ।

ସାବରକର ୨୮ ମେ ୧୮୮୩ରେ ଭାଗୁରରେ ଜନ୍ମଗ୍ରହଣ କରିଥିଲେ। ୨୬ ଫେବୃୟାରୀ ୧୯୬୬ରେ ମୁମ୍ବାଇଠାରେ ତାଙ୍କର ପରଲୋକ ଘଟିଥିଲା। ତାଙ୍କ ପୁଣ୍ୟତିଥି ଅବସରରେ ମହାରାଷ୍ଟ୍ର ପର୍ଯ୍ୟଟନ ବିକାଶ ନିଗମ ନାଶିକର ଭାଗୁର ଠାରେ ବୀର ସାବରକର ଗାର୍ଡେନ ଥିବା ପାର୍କ ଏବଂ ସଂଗ୍ରହାଳୟର ବିକାଶ କରିବାକୁ ନିଷ୍ପତ୍ତି ନେଇଛି। ସରକାର ସାବରକରଙ୍କ ବାର୍ଷିକୀ ଅବସରରେ ଏହା ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ