Masthead

ବନ୍ଦେ ଭାରତର ଦ୍ୱିତୀୟ ଟ୍ରାଏଲ୍‌ ରନ୍‌

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆଜି ବନ୍ଦେ ଭାରତ ଏକ୍ସପ୍ରେସର ଦ୍ୱିତୀୟ ଟ୍ରାଏଲ ରନ୍ । ପୁରୀରୁ ରାଉରକେଲାକୁ ବନ୍ଦେ ଭାରତର ଟ୍ରାଏଲ ରନ୍ । ସକାଳ ୫ଟାରେ ପୁରୀରୁ ଟ୍ରାଏଲ ରନ୍ ଆରମ୍ଭ ହୋଇ ଦିନ ୧୨ଟା ୪୫ରେ ରାଉରକେଲା ଷ୍ଟେସନରେ ପହଞ୍ଚିବ ବନ୍ଦେ ଭାରତର । ଏହାପରେ ଅପରାହ୍ନ ୨ଟା ୧୦ରେ ରାଉଲକେଲାରୁ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ । ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, କେରଜାଙ୍ଗ, ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା