Masthead

ବେଦାନ୍ତ ପକ୍ଷରୁ ଓଡ଼ିଶାରେ ଏସଟିଇଏମ ଶିକ୍ଷାର ବିକାଶ ଲାଗି କ୍ଷୁଦ୍ର ବିଜ୍ଞାନ କେନ୍ଦ୍ର ଉଦଘାଟନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବେଦାନ୍ତ ଲାଞ୍ଜିଗଡ଼ ଗ୍ରାମୀଣ ଓଡ଼ିଶାରେ ଏସଟିଇଏମ ଶିକ୍ଷାର ବିକାଶ ଲାଗି କ୍ଷୁଦ୍ର ବିଜ୍ଞାନ କେନ୍ଦ୍ର ଉଦଘାଟନ ।ଏହି ମିନି ସାଇନ୍ସସେଣ୍ଟର ଗ୍ରାମାଞ୍ଚଳରେ ସ୍ଥାନୀୟ ଗୋଷ୍ଠୀର ଛାତ୍ରଙ୍କ ଲାଗି ଏସଟିଇଏମ ଶିକ୍ଷାକୁ ମଜବୁତ କରିବ । ବେଦାନ୍ତ ଲିମିଟେଡ, ଲାଞ୍ଜିଗଡ଼ ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ମିନିସାଇନ୍ସସେଣ୍ଟର ଉଦଘାଟନ କରିଛି । ପାରମ୍ପରିକ ଶିକ୍ଷାଦାନ ପ୍ରଣାଳୀକୁ ସାହାଯ୍ୟ କରିବା ଓ ଛାତ୍ରଙ୍କ ଲାଗି ଏସଟିଇଏମ (ବିଜ୍ଞାନ, ପ୍ରଯୁକ୍ତି, ଇଂଜିନିୟରିଂ, ଗଣିତ) ଉପରେ ପିଲାମାନଙ୍କୁ ବୁଝିବା ଓ ଶିକ୍ଷାକୁ ସହଜ କରାଇବା ଲାଗି ଏହି ଅଭିନବ କେନ୍ଦ୍ର ପରିକଳ୍ପନା କରାଯାଇଛି । ମିନିସାଇନ୍ସସେଣ୍ଟର୍ହ୍ୟାଣ୍ଡସଅନମଡେଲ, ଗ୍ରାଫିକ ବ୍ୟାଖ୍ୟା, ପ୍ଲଗ ଓ ପ୍ଲେସିଷ୍ଟମ ତଥା ଅନ୍ୟାନ୍ୟ ପାରସ୍ପରିକ ମଡ୍ୟୁଲ ଉଭୟ ଇଂରାଜୀ ଓ ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ। ପଞ୍ଚମରୁ ଦଶମଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଏହା ବିଶେଷ ସହାୟକ ହୋଇପାରିବ । ଏହିକାର୍ୟ୍ୟକ୍ରମରେ ୬୦୦ରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷଣ ଅଭିଜ୍ଞତାକୁ ବୃଦ୍ଧି କରାଯିବା ଲକ୍ଷ୍ୟ ରହିଛି । ଏଥିରେ ଉଭୟ ରାଜ୍ୟ ତଥା କେନ୍ଦ୍ର ବିଦ୍ୟାଳୟର ପାଠ୍ୟକ୍ରମ ଆଧାରିତ ଶିକ୍ଷା ବ୍ୟବସ୍ଥା ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼