Masthead

ଦିନକୁ ଦିନ ବଢିଚାଲିଛି ପରିବା ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଥମିବାର ନାଁ ନେଉ ନାହିଁ ପରିବା ଦର । ଦିନକୁ ଦିନ ଆକାଶଛୁଆଁ ହୋଇଚାଲିଛି ପରିବା ଦର । ସପ୍ତାହେ ଭିତରେ ସବୁ ପରିବା ଦର ଦ୍ରୁତ ବେଗରେ ବଢିଛି । ବିଲାତି କିଲୋ ପିଛା ୧୨୦ରୁ ୧୪୦ ଛୁଇଁଛି ।

ବାଇଗଣ କିଲୋପିଛା ୮୦ ଟଙ୍କା ହୋଇଥିବା ବେଳେ ଭେଣ୍ଡି ୫୦ ଟଙ୍କା ଛୁଇଁଛି । କାକୁଡି କିଲୋ ୬୦ ଟଙ୍କା ହୋଇଥିବାବେଳେ କଞ୍ଚାଲଙ୍କା ୨୦୦ ଛୁଇଁଛି । ଅନ୍ୟପଟେ ରସୁଣ କିଲୋ ୧୬୦ ଟଙ୍କା ଥିବାବେଳେ ଅଦା ୨୫୦ ଟଙ୍କା ଛୁଇଁଛି । ଏପରି ଦରବୃଦ୍ଧିକୁ ନେଇ ଖାଉଟି ଚିନ୍ତାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ