Masthead

ଦିନକୁ ଦିନ ବଢିଚାଲିଛି ପରିବା ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଥମିବାର ନାଁ ନେଉ ନାହିଁ ପରିବା ଦର । ଦିନକୁ ଦିନ ଆକାଶଛୁଆଁ ହୋଇଚାଲିଛି ପରିବା ଦର । ସପ୍ତାହେ ଭିତରେ ସବୁ ପରିବା ଦର ଦ୍ରୁତ ବେଗରେ ବଢିଛି । ବିଲାତି କିଲୋ ପିଛା ୧୨୦ରୁ ୧୪୦ ଛୁଇଁଛି ।

ବାଇଗଣ କିଲୋପିଛା ୮୦ ଟଙ୍କା ହୋଇଥିବା ବେଳେ ଭେଣ୍ଡି ୫୦ ଟଙ୍କା ଛୁଇଁଛି । କାକୁଡି କିଲୋ ୬୦ ଟଙ୍କା ହୋଇଥିବାବେଳେ କଞ୍ଚାଲଙ୍କା ୨୦୦ ଛୁଇଁଛି । ଅନ୍ୟପଟେ ରସୁଣ କିଲୋ ୧୬୦ ଟଙ୍କା ଥିବାବେଳେ ଅଦା ୨୫୦ ଟଙ୍କା ଛୁଇଁଛି । ଏପରି ଦରବୃଦ୍ଧିକୁ ନେଇ ଖାଉଟି ଚିନ୍ତାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ