Masthead

ଓଲଟିଲା ସେନା ଗାଡ଼ି, ଅଳ୍ପକେ ବର୍ତ୍ତିଲେ ଯବାନ

ବୋଲଗଡ଼ (ବଡ଼ ଖବର ବ୍ୟୁରୋ): ଓଲଟିଲା ସେନା ଗାଡ଼ି, ଅଳ୍ପକେ ବର୍ତ୍ତିଲେ ଯବାନ । ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର କଡ଼ରେ ପଲଟିଲା ସେନା ଗାଡ଼ି । ଭାରସାମ୍ୟ ହରାଇ ଗାଡ଼ିଟି ବୋଲଗଡ ନିକଟରେ ଓଲଟି ପଡିଛି । ଫଳରେ ୬ ଜଣ ଆଇଟିବିପି ଯବାନ ଆହତ ହୋଇଛନ୍ତି । ଦୁଇ ଜଣ ଗୁରତର ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ।

ସୂଚନା ଅନୁଯାୟୀ ଆଜି ସକାଳୁ ଖୋର୍ଦ୍ଧା ସ୍ଥିତ ରିଜର୍ଭ ପୋଲିସ ପଡ଼ିଆରୁ କେତେଟି ପ୍ଲାଟୁନ ଖୋର୍ଦ୍ଧାରୁ ଛତିଶଗଡ ସୀମା ଅଭିମୁଖେ ଯାଉଥିବା ବେଳେ ବୋଲଗଡ଼ ହିନ୍ଦୁସ୍ଥାନ ପେଟ୍ରୋଲ ପମ୍ପ ନିକଟରେ ଭାରଶ୍ୟାମ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଘଟଣାସ୍ଥଳରେ ସୂଚନା ପାଇ ବୋଲଗଡ଼ ଅଗ୍ନିଶମ ଟିମ୍ ସହ ବୋଲଗଡ଼ ପୋଲିସ ଟିମ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଆହତଙ୍କୁ ବୋଲଗଡ଼ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ତେବେ ଟ୍ରକରେ ୮ ଜଣ ଯବାନ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି