Masthead

ଓଲଟିଲା ସେନା ଗାଡ଼ି, ଅଳ୍ପକେ ବର୍ତ୍ତିଲେ ଯବାନ

ବୋଲଗଡ଼ (ବଡ଼ ଖବର ବ୍ୟୁରୋ): ଓଲଟିଲା ସେନା ଗାଡ଼ି, ଅଳ୍ପକେ ବର୍ତ୍ତିଲେ ଯବାନ । ଖୋର୍ଦ୍ଧା – ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର କଡ଼ରେ ପଲଟିଲା ସେନା ଗାଡ଼ି । ଭାରସାମ୍ୟ ହରାଇ ଗାଡ଼ିଟି ବୋଲଗଡ ନିକଟରେ ଓଲଟି ପଡିଛି । ଫଳରେ ୬ ଜଣ ଆଇଟିବିପି ଯବାନ ଆହତ ହୋଇଛନ୍ତି । ଦୁଇ ଜଣ ଗୁରତର ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ।

ସୂଚନା ଅନୁଯାୟୀ ଆଜି ସକାଳୁ ଖୋର୍ଦ୍ଧା ସ୍ଥିତ ରିଜର୍ଭ ପୋଲିସ ପଡ଼ିଆରୁ କେତେଟି ପ୍ଲାଟୁନ ଖୋର୍ଦ୍ଧାରୁ ଛତିଶଗଡ ସୀମା ଅଭିମୁଖେ ଯାଉଥିବା ବେଳେ ବୋଲଗଡ଼ ହିନ୍ଦୁସ୍ଥାନ ପେଟ୍ରୋଲ ପମ୍ପ ନିକଟରେ ଭାରଶ୍ୟାମ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଘଟଣାସ୍ଥଳରେ ସୂଚନା ପାଇ ବୋଲଗଡ଼ ଅଗ୍ନିଶମ ଟିମ୍ ସହ ବୋଲଗଡ଼ ପୋଲିସ ଟିମ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଆହତଙ୍କୁ ବୋଲଗଡ଼ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ତେବେ ଟ୍ରକରେ ୮ ଜଣ ଯବାନ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା