Masthead

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅଂଶୁମାନ ମହାନ୍ତି । ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଦେଇଛନ୍ତି ଅଂଶୁମାନ । କେନ୍ଦ୍ରାପଡ଼ା ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ୨୦୧୪ରୁ ୨୦୧୯ ଯାଏଁ ବିଧାୟକ ରହିଥିଲେ ଅଂଶୁମାନ ।

ତେବେ ସେ କାହିଁକି ଦଳ ଛାଡ଼ିଲେ ସେ ସମ୍ପର୍କରେ ସବିଶେଷ ସୂଚନା ମିଳିପାରିନି। ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ। ଅଂଶୁମାନ କଂଗ୍ରେସ ଛାଡ଼ିବା ପରେ କେଉଁ ଦଳକୁ ଯିବେ ତାହା ଜଣାପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି