Before Header

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

0 1,007

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅଂଶୁମାନ ମହାନ୍ତି । ପିସିସି ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଦେଇଛନ୍ତି ଅଂଶୁମାନ । କେନ୍ଦ୍ରାପଡ଼ା ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ୨୦୧୪ରୁ ୨୦୧୯ ଯାଏଁ ବିଧାୟକ ରହିଥିଲେ ଅଂଶୁମାନ ।

ତେବେ ସେ କାହିଁକି ଦଳ ଛାଡ଼ିଲେ ସେ ସମ୍ପର୍କରେ ସବିଶେଷ ସୂଚନା ମିଳିପାରିନି। ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ। ଅଂଶୁମାନ କଂଗ୍ରେସ ଛାଡ଼ିବା ପରେ କେଉଁ ଦଳକୁ ଯିବେ ତାହା ଜଣାପଡ଼ିନାହିଁ।

Leave A Reply

Your email address will not be published.