Masthead

ବିଜୟ ଶ୍ରେୟ କେବଳ ଓଡିଶାବାସୀଙ୍କୁ ମିଳିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ଅପିଲକୁ ବିଶ୍ୱାସ କରି ବିଜେପିକୁ ଭରସିଛନ୍ତି ଓଡ଼ିଶାବାସୀ । ଓଡ଼ିଶାରେ ବିଜେପିର ବିପୁଳ ବିଜୟ ହୋଇଛି । ବିଜୟ ପରେ ଦିଲ୍ଲୀ ଗସ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦିଲ୍ଲୀରେ ପହଁଚିବା ପରେ ପ୍ରତିକ୍ରିୟା ରଖିଛନ୍ତି ଧର୍ମେନ୍ଦ୍ର ।

କହିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଓଡ଼ିଶାବାସୀ ଆମ ଉପରେ କୃପା କରିଛନ୍ତି । ୨୧ଟି ଲୋକସଭା ଆସନ ଭିତରୁ ୨୦ଟି ଆସନରେ ବିଜୟୀ ହୋଇଛି ବିଜେପି । ଏହି ବିଜୟ ଶ୍ରେୟ କେବଳ ଓଡିଶାବାସୀଙ୍କୁ ମିଳିବ । ରାଜ୍ୟରେ ସ୍ପଷ୍ଟ ବହୁମତ ମିଳିଥିବା ବେଳେ, ବିଜେପି ସରକାର ଗଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ