Masthead

ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଖଇରା(ବଡ଼ ଖବର ବ୍ୟୁରୋ): ଆଜି ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ବିଦ୍ୟାଭାରତୀଙ୍କ ସହ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ ଟିମ୍ । ସୌମ୍ୟଙ୍କ ପରିବାରର ଅଭିଯୋଗକୁ ଆଧାର କରି ବିଦ୍ୟାଭାରତୀଙ୍କୁ ୨ ଜଣ ମହିଳା ଡିଏସପି ଜେରା କରିବେ ।

ସେପଟେ ସୌମ୍ୟଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ବାପାମାଆ, ମାମୁଁ, ବଡ଼ ଭାଇଙ୍କୁ ସାଢ଼େ ତିନି ଘଣ୍ଟା ପଚରାଉଚରା କରିଥିଲେ । ସୌମ୍ୟଙ୍କ ସନ୍ଦେହ ଜନକ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିରୁ ଅନେକ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ତେବେ ବିଭିନ୍ନ ରିପୋର୍ଟକୁ ଅପେକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ