Masthead

ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଖଇରା(ବଡ଼ ଖବର ବ୍ୟୁରୋ): ଆଜି ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ବିଦ୍ୟାଭାରତୀଙ୍କ ସହ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ ଟିମ୍ । ସୌମ୍ୟଙ୍କ ପରିବାରର ଅଭିଯୋଗକୁ ଆଧାର କରି ବିଦ୍ୟାଭାରତୀଙ୍କୁ ୨ ଜଣ ମହିଳା ଡିଏସପି ଜେରା କରିବେ ।

ସେପଟେ ସୌମ୍ୟଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ବାପାମାଆ, ମାମୁଁ, ବଡ଼ ଭାଇଙ୍କୁ ସାଢ଼େ ତିନି ଘଣ୍ଟା ପଚରାଉଚରା କରିଥିଲେ । ସୌମ୍ୟଙ୍କ ସନ୍ଦେହ ଜନକ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିରୁ ଅନେକ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ତେବେ ବିଭିନ୍ନ ରିପୋର୍ଟକୁ ଅପେକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା