Masthead

ଆଜି ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମ୍‌ବ୍ରାଞ୍ଚ

ଖଇରା(ବଡ଼ ଖବର ବ୍ୟୁରୋ): ଆଜି ଜେରା ହେବେ ବିଦ୍ୟାଭାରତୀ । ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ବୁଧବାର ଜେରା କରିବ କ୍ରାଇମ୍‌ବ୍ରାଞ୍ଚ ଟିମ୍ । ବୁଧବାର ସୌମ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ଏହାପରେ ବିଦ୍ୟାଭାରତୀଙ୍କ ବୟାନ ରେକର୍ଡ କରାଯିବ । ଜେରାରେ ସାହାଯ୍ୟ କରିବା ପାଇଁ କ୍ରାଇମ୍‌ ଏଗେନ୍‌ଷ୍ଟ ଓ୍ୱିମେନ୍ ଓ୍ୱିଙ୍ଗର ଦୁଇ ଜଣ ମହିଳା ଅଧିକାରୀ ସାମିଲ ହେବେ । ବିଦ୍ୟାଙ୍କୁ ଜେରା ପାଇଁ କ୍ରାଇମବ୍ରାଞ୍ଚ ପ୍ରସ୍ତୁତ କରିଛି ପ୍ରଶ୍ନର ଲମ୍ବା ତାଲିକା । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।

ଏସିଏଫ ସୌମ୍ୟଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗରେ ପୂରା ଘଟଣା ପାଇଁ ବିଦ୍ୟାଭାରତୀ, ଡିଏଫଓ ଓ ରୋଷେୟାଙ୍କୁ ଦାୟୀ କରାଯାଇଥିଲା । ପୋଲିସ ପକ୍ଷରୁ ସେମାନଙ୍କୁ କ୍ଲିନ୍‌ ଚିଟ୍‌ ଦିଆଯାଇଥିଲେ ମଧ୍ୟ ରୋଷେୟା ଓ ଡିଏଫଓଙ୍କୁ ମାରାଥନ୍‌ ଜେରା କରିଛି କ୍ରାଇମବ୍ରାଞ୍ଚ । ଡିଏଫଓଙ୍କ ଉତ୍ତରକୁ ବିଦ୍ୟାଭାରତୀଙ୍କୁ ଜେରା ବେଳେ କ୍ରସ ଚେକ୍‌ କରିପାରେ କ୍ରାଇମବ୍ରାଞ୍ଚ । ପାରଳା ପୋଲିସ ଦୁଇ ଥର ବିଦ୍ୟାଭାରତୀଙ୍କୁ ଜେରା କରିଥିଲେ ବି ସନ୍ତୁଷ୍ଟ ହୋଇନି । ଆଉ ଏଥର କପ୍ତିପଦାରେ ସୌମ୍ୟ ମୃତ୍ୟୁର କାରଣ ଖୋଜିବ କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ