Masthead

ଗିରଫ ହୋଇପାରନ୍ତି ବିଦ୍ୟାଭାରତୀ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ ଗିରଫ ପରୱାନ। ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ ଗିରଫ ପରୱାନ ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ। ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି କୋର୍ଟ। ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିର ଏସିଏଫ୍‌ଙ୍କ ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା