Masthead

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବିଇଓ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଢେଙ୍କାନାଳ ହିନ୍ଦୋଳ ବିଇଓ ଶାନ୍ତନୁ ମଲ୍ଲିକ୍ । ଜଣେ ଶିକ୍ଷକଙ୍କ ଠାରୁ ୧୦ ହଜାର ଲାଂଚ ନେଉଥିବା ବେଳେ ଧରାପଡ଼ିଛନ୍ତି । ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ। ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି। ଭଦ୍ରକ, ଖଜୁରିଆପଡ଼ା ଘର ସମେତ ହିନ୍ଦୋଳ କାର୍ଯ୍ୟାଳୟରେ ରେଡ୍ କରୁଛି ଭିଜିଲାନ୍ସ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ