Masthead

ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସଦର ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢାଉ । ଏକାକାଳୀନ ଚାରୋଟି ସ୍ଥାନରେ ଭିଜିଲାନ୍ସ ଚଢାଉ । ମାଲକାନଗିରି ବ୍ଳକ କାର୍ଯ୍ୟାଳୟ ସହ ଜୟନଗର ସ୍ଥିତ ବାସଭବନ ଏମଭି୬୪ ନିଜ ପୈତୃକ ଘର ଓ ରାଇଘର ଶଶୁର ଘରେ ଭିଜିଲାନ୍ସ ଚଢାଉ କରିଛି । ନଗଦ ଟଙ୍କା ସହ ସୁନା ଗହଣା ମିଳିଥିବା ସୂଚନା । ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଥିଲା। ଏନେଇ ତାଙ୍କର  ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଥିଲା ।  ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର  ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ ଏବଂ ସମ୍ବଲପୁର ଜିଲ୍ଲାର  ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ  କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’