Masthead

ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC

କୋରାପୁଟ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ । କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଦଶମନ୍ତପୁର ଥାନା ଅଧିକାରିଣୀ ସୁକମା ହାଁସଦା । ଥାନାରେ ହୋଇଥିବା ଏକ ମାମଲାର ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ମାଗିଥିବା ଲାଞ୍ଚ ଟଙ୍କା ନେଉଥିବା ସମୟରେ ମାଡ଼ି ବସିଲା ଜୟପୁର ଭିଜିଲାନ୍ସ ଟିମ । ଦଶମନ୍ତପୁର ଥାନା ଭିତରେ ଘନଘନ ଯାଞ୍ଜ କରୁଛନ୍ତି ଜୟପୁର ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ