Masthead

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ୍ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର । ମହୁଲପାଟଣା ଫାଣ୍ଡି ପୁର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି।

ସୂଚନାନୁସାରେ, ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏଏସଆଇଙ୍କ ଠାରୁ ୩ ଲକ୍ଷ ଦାବି କରିଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହରେ ୧ଲକ୍ଷ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା। ଭିଜିଲାନ୍ସ ଟିମ୍ ଟଙ୍କା ଜବତ କରିବା ସହିତ ପିପି ଆଶୁତୋଷ ମିଶ୍ରଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସରେ ଅଟକ ରଖି ପଚରାଉଚରା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା