Masthead

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର, ନଗଦ ୧୧ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର ।୧୧ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ତାଳଚେରର ଟ୍ରାଫିକ ଇନସ୍ପେକ୍ଟର । ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ । କାର୍‌ରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତାରେ ଧରାପଡ଼ିଲେ । ତାଙ୍କ ଗାଡିରୁ ମିଳିଥିବା ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା କେଉଁଠୁ ଆଣିଲେ, ଟଙ୍କା କାହାର, ଟଙ୍କା ନେଇ ସେ କେଉଁଠିକୁ ଯାଉଛନ୍ତି, ତାହାର କୌଣସି ସନ୍ତୋଷ ଜନକ ଉତର ଦେଇପାରିନଥିଲେ । ଟ୍ରାଫିକ ଇନସ୍ପେକ୍ଟରଙ୍କ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଭିଜିଲାନ୍ସର ଚଢ଼ାଉ ଚାଲିଛି । ତାଳଚେର ଭଡ଼ା ଘରୁ ୩ ଲକ୍ଷ ଟଙ୍କା ଓ ୩୩୬ ଗ୍ରାମ ସୁନା ଜବତ । ଟ୍ରାଫିକ ଇନସ୍ପେକ୍ଟରଙ୍କ ଅସ୍ତରଙ୍ଗ ଘରୁ ୧୦ ଲକ୍ଷ ଟଙ୍କା ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ଚଢଉରୁ ମୋଟ୍ ୨୪ ଲକ୍ଷ ୨୪ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ