Masthead

ଭିଜିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ଅଧିକାରୀ

ବାଣପୁର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାରେ ଅବକାରୀ ଏଏସଆଇ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ  ଅବକାରୀ ଅଧିକାରୀଙ୍କ ବିଭିନ୍ନ ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅବକାରୀ ଏଏସଆଇ ସୁଦୀପ୍ତ ଦାସଙ୍କ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ଛଅ ମାସ ତଳେ ବାଲୁଗାଁ ଅବକାରୀ ଏଏସଆଇ ଭାବେ ସୁଦୀପ୍ତଙ୍କୁ ବଦଳି କରାଯାଇଥିଲା ।

ଶ୍ରୀ ଦାସଙ୍କ ବିରୁଦ୍ଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ପାଇବା ପରେ ତତ୍ପର ହୋଇଉଠିଛି ଓଡ଼ିଶା ଭିଜିଲାନ୍ସ। ଆଜି ସକାଳୁ ଓଡିଶା ଭିଜିଲାନ୍ସର ୪ ଡ଼ିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ଏକକାଳୀନ ଭାବେ ଶ୍ରୀ ଦାସଙ୍କ ବାଲୁଗାଁ ଅବକାରୀ କାର୍ଯ୍ୟାଳୟ, ବାଲୁଗାଁ ଭଡ଼ା ସୂତ୍ରରେ ରହୁଥିବା ଘର, ନୟାଗଡ଼ ସ୍ଥିତ ନିଜ ବାସଭବନରେ ଚଢ଼ାଉ କରିଛନ୍ତି। ବର୍ତ୍ତମାନ ସୁଦୀପ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି ଭିଜିଲାନ୍ସ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି