Masthead

ବନ୍ଧାହେଲେ କୋଟିପତି ଶିକ୍ଷକ

ବ୍ରହ୍ମପୁର, (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି ହିନ୍ଦୀ ଶିକ୍ଷକ । ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଝାଡ଼ାଙ୍କୁଲି ଗାଁ ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୂବନାନନ୍ଦ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଭୂବନେଶ୍ୱର ସମେତ ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଚଢ଼ାଉରେ ଭୁବନାନନ୍ଦଙ୍କର ବ୍ରହ୍ମପୁରଠାରେ ୩ କୋଟି ମୂଲ୍ୟର ଦୁଇଟି ଘର ଥିବା ବେଳେ ଭୂବନେଶ୍ୱରରେ ୨୮ଲକ୍ଷର ଏକ ଆପର୍ଟମେଣ୍ଟ ଥିବା ଜାଣିବାକୁ ପାଇଥିଲା ଭିଜିଲାନ୍ସ । ଏହାଛଡ଼ା ବ୍ରହ୍ମପୁରରେ ୩୮ଲକ୍ଷ ଟଙ୍କାର ୧୦ଟି ପ୍ଲଟ, ପୁରୀ ଓ ଗୋପାଳପୁରରେ ଆପାର୍ଟମେଣ୍ଟ ଓ ୨୦ଲକ୍ଷରୁ ଅଧିକ ଟଙ୍କାର ବୀମା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ